//BREAKING//
Loading...

ଦିବଂଗତ ପୂର୍ବତନ କଳାହାଣ୍ଡି ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କୁ ବିଜୁ ଜନତା ଦଳ କଳାହାଣ୍ଡି ତରଫରୁ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି


 କଳାହାଣ୍ଡି :- ( ତର୍ଜମା ନ୍ୟୁଜ )ଦିବଂଗତ ପୂର୍ବତନ କଳାହାଣ୍ଡି ସାଂସଦ ସୁବାସ ଚନ୍ଦ୍ର ନାୟକଙ୍କୁ ବିଜୁ ଜନତା ଦଳ କଳାହାଣ୍ଡି ତରଫରୁ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଅବସରରେ ବିଜେଡିର ସମସ୍ତ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ୨ମିନିଟ ତାଙ୍କର ଅମର ଆତ୍ମାର ସଦଗତି ପାଇଁ ନିରବ ପ୍ରାର୍ଥନା କରିବା ସହ ତାଙ୍କ ସ୍ମୃତିଚାରଣ କରାଯାଇଥିଲା । ଏହି ଶୋକସଭାରେ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ, ସାଧାରଣ ସମ୍ପାଦକ ଭବାନୀ ଶଙ୍କର ମିଶ୍ର, ଜିଲ୍ଲା ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ପୋୖରାଧ୍ୟକ୍ଷା ସଂଯୁକ୍ତା ବେହେରା, ଛାତ୍ର ବିଜେଡି ରାଜ୍ୟ କାର୍ଯ୍ଯକାରୀ ସଭାପତି ଅବିନାଶ ଠାକୁର, ରାଜ୍ୟ ଯୁବ ଉପସଭାପତି ମଣ୍ଟୁ ନାଏକ, ଜିଲ୍ଲା ମହିଳା ସଭାନେତ୍ରୀ ଲଳିତା ନାଏକ, ରାଜ୍ୟ ପରିଷଦ ସଦସ୍ୟ ଭବାନୀ ଶଙ୍କର ନିଆଲ, ସଚ୍ଚିଦାନନ୍ଦ ମହାକୁଡ଼, ରାଜ୍ୟ ସମ୍ପାଦିକା ସବିତା ପ୍ରଧାନ, ଧବଳେଶ୍ବର ମହାପାତ୍ର, କାଦିର ଖାନ, ବଦ୍ରି ପଟ୍ଟନାୟକ, ସାମନ୍ତ ଖମାରୀ, ଦିନେଶ ବଗର୍ତୀ, କ୍ଷୀରସିନ୍ଧୁ ନାଏକ, ଭୁବନେ ବାଗ, ରଞ୍ଜୁକ୍ତା ପ୍ରଧାନ, ସେନାପତି ନାଏକ, ଶିବା ସାହୁ, ପ୍ରଦୀପ ପ୍ରଧାନ,ଜୟଶ୍ରୀ ଅଗ୍ରୱାଲ ପ୍ରମୁଖ ସାମିଲ ହୋଇଥିଲେ ।


Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe