//BREAKING//
Loading...

ଜୟପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବର ଅନୁଷ୍ଠିତ ।



ଜୟପାଟଣା-(ତର୍ଜମା ନ୍ୟୁଜ) ତା୧୧.୦୭.

ଆଜି ଜୟପାଟଣା  ବ୍ଲକ ସମ୍ମିଳନୀ  କକ୍ଷରେ ଜିଲ୍ଲାପାଳ ,କଳାହାଣ୍ଡି  ପି  ଅନ୍ୱେଷା  ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି  ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ  ବ୍ଲକ ସ୍ତରୀୟ ଅଧିକାରୀଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୭୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୨୮ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୪୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe