//BREAKING//
Loading...

ଶୁକ୍ରବାର ସୁପ୍ରିମ୍ କୋର୍ଟର ୪୮ତମ ପ୍ରଧାନବିଚାରପତି ଜଷ୍ଟିସ୍ ଏନ୍ .ଭି. ରମଣା ଅବସର ଗ୍ରହଣ କରିଥିଲେ

 


ନୂଆଦିଲ୍ଲୀ:----(ତର୍ଜମା ବ୍ୟୁରୋ ନ୍ୟୁଜ)ଶୁକ୍ରବାର ସୁପ୍ରିମ୍ କୋର୍ଟର ୪୮ତମ ପ୍ରଧାନବିଚାରପତି ଜଷ୍ଟିସ୍ ଏନ୍ .ଭି. ରମଣା ଅବସର ଗ୍ରହଣ କରିଥିଲେ । ଏକ ଭାବବିହ୍ୱଳ ପରିବେଶରେ ବିଦାୟ ନେଇଥିଲେ ଏନ.ଭି. ରମନ୍ନା । ତାଙ୍କ ସ୍ଥାନରେ ନୂତନ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ୍ ଉଦୟ ଉମେଶ ଲଲିତ ଦାୟିତ୍ୱ ଗ୍ରହଣ କରିଛନ୍ତି ।ସୁପ୍ରିମକୋର୍ଟର ୪୯ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ଉଦୟ ଉମେଶ ଲଳିତ ।ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ତେବେ ସିଜେଆଇ ଭାବେ ଜଷ୍ଟିସ୍ ଲଳିତ ଙ୍କର କାର୍ଯ୍ୟକାଳ ମାତ୍ର ୭୪ ଦିନ ରହିବ । ନଭେମ୍ବର ୮ରେ ସେ ଅବସର ଗ୍ରହଣ କରିବେ ।ଜଷ୍ଟିସ ଉଦୟ ଉମେଶ ଲଳିତ ଏଭଳି ଦ୍ୱିତୀୟ ପ୍ରଧାନ ବିଚାରପତି ଯିଏ କି ସୁପ୍ରିମକୋର୍ଟ ବାରରୁ ସିଧାସଳଖ ପଦୋନ୍ନତି ପାଇ ମୁଖ୍ୟ ବିଚାରପତି ହୋଇଛନ୍ତି।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe