//BREAKING//
Loading...

ଭବାନୀପାଟଣା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ।


 

ଭବାନୀପାଟଣା:--- (ତର୍ଜମା ନ୍ୟୁଜ)  ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର,ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୫୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୩ଟି ଅଭିଯୋଗର ସମାଧାନ ତୁରନ୍ତ କରାଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe