//BREAKING//
Loading...

ଥୁଆମୂଳ ରାମପୁର ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।


 

ଭବାନୀପାଟଣା:--- ( ତର୍ଜମା ନ୍ୟୁଜ )  କଳାହାଣ୍ଡି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ଦୁର୍ଗମ   ଥୁଆମୂଳ ରାମପୁର ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ଉପ ଜିଲ୍ଲାପାଳ, ଭବାନୀପାଟଣା ଡ, ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷ ଶ୍ରୀ ଦୟାନିଧି ମାଝୀ ବି ଡି ଓ ଶ୍ରୀ ଶୁଭକାନ୍ତ ନାଏକଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।



ଏହି ଜନ ଶୁଣାଣି ଶିବିରରେ ମୋଟ ୬୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।


Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe