//BREAKING//
Loading...

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ।


ଭବାନୀପାଟଣା:--( ତର୍ଜମା ନ୍ୟୁଜ )  ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ, ଭବାନୀପାଟଣା ଡ, ବିଶ୍ୱଜିତ୍ ଦାସ  ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।


ଏହି ଜନ ଶୁଣାଣି ଶିବିରରେ ମୋଟ୧୫୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।


 

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe