//BREAKING//
Loading...

ନର୍ଲା ରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।

 


ନର୍ଲା:--- ( ତର୍ଜମା ନ୍ୟୁଜ )  ନର୍ଲା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନିପାଟଣା ଡ, ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୮୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe