//BREAKING//
Loading...

ଥୁଆମୂଲ ରାମପୁର ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ। -



ଥୁ, ରାମପୁର:-------

(ତର୍ଜମା ନ୍ୟୁଜ )

     ଥୁଆମୁଲ ରାମପୁର ପଞ୍ଚାୟତ ସମିତି  ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ  ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୬୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।




Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe