//BREAKING//
Loading...

ଗୋଲାମୁଣ୍ଡାଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।

 


ଗୋଲାମୁଣ୍ଡାଠାରେ  ଜିଲ୍ଲାପାଳ ଙ୍କ  ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।

ଗୋଲାମୁଣ୍ଡା:---- 

(ତର୍ଜମା ନ୍ୟୁଜ )

  ଗୋଲାମୁଣ୍ଡାସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀଙ୍କ  ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ଉପ ଜିଲ୍ଲାପାଳ , ଧର୍ମଗଡ ଶ୍ରୀ ବେଦ ଭୂଷଣ , ବ୍ଲକ ଅଧ୍ୟକ୍ଷ ଶ୍ରୀ ବିନ୍ଦୁ ମହାନନ୍ଦ, ବି ଡି ଓ  ଶ୍ରୀ ଧର ପଣ୍ଡା ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe