//BREAKING//
Loading...

ଭବାନୀପାଟଣାଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।






ଭବାନୀପାଟଣା:---

(ତର୍ଜମା ନ୍ୟୁଜ )


ଆଜି  ଜିଲ୍ଲାପାଳଙ୍କ  ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ  ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ ଦାସ ,ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୭୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe