//BREAKING//
Loading...

କେସିଙ୍ଗାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।

 କେସିଙ୍ଗାରେ  ଜିଲ୍ଲାପାଳ ଙ୍କ  ଅଧ୍ୟକ୍ଷତାରେ  ଜନଶୁଣାଣି ଶିବିର ଅନୁଷ୍ଠିତ।

କେସିଙ୍ଗା:-------

(ତର୍ଜମା ନ୍ତୁଜ )

 ତା୧୫.୦୫.୨୦୨୩

  କେସିଙ୍ଗା ସ୍ଥିତ ଜିଲ୍ଲା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀଙ୍କ  ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ଉପ ଜିଲ୍ଲାପାଳ , ଭବାନୀପାଟଣା ଡ, ବିଶ୍ୱଜିତ ଦାସ ,ଉପଖଣ୍ଡ ଆରକ୍ଷୀ ଅଧିକାରୀ କେସିଙ୍ଗା ଶ୍ରୀ ରୋହିତ ବର୍ମା, ବି ଡି ଓ ଶ୍ରୀ ପ୍ରଫୁଲ୍ଲ ଅଡୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୮୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।


Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe