//BREAKING//
Loading...

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ।

 ଭବାନୀପାଟଣା ଠାରେ  ଜିଲ୍ଲା ସ୍ତରୀୟ  ଜନଶୁଣାଣି ଶିବିର ଅନୁଷ୍ଠିତ।


ଭବାନୀପାଟଣା:---

(ତର୍ଜମା ନ୍ୟୁଜ )

 

କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି, ଅନ୍ୱେଷା ରେଡ୍ଡୀଙ୍କ  ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ଉପ ଜିଲ୍ଲାପାଳ , ଭବାନୀପାଟଣା ଡ, ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୨୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୧୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କେସିଙ୍ଗା ବ୍ଲକ ଅନ୍ତର୍ଗତ ଲଇତରା ପଂଚାୟତ ର ନିତ୍ଯ ନାଏକ ଙ୍କୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe