//BREAKING//
Loading...

କୋକସରା ଠାରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

 କୋକସରା ଠାରେ  ଅତିରିକ୍ତ ଜିଲ୍ଲାପାଳ ଙ୍କ  ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ



କୋକସରା:----- 

( ତର୍ଜମା ନ୍ୟୁଜ )

କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ କୋକସରା ବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ୍ ଙ୍କ  ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ  ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୬୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe