//BREAKING//
Loading...

ଭବାନୀପାଟଣା ଠାରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।




 ଭବାନୀପାଟଣା ଠାରେ  ଅତିରିକ୍ତ ଜିଲ୍ଲାପାଳ ଙ୍କ  ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ଭବାନୀପାଟଣା:----- 

( ତର୍ଜମା ନ୍ୟୁଜ )

କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁବ୍ରତ କୁମାର ନାୟକ ଙ୍କ  ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ  ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ , ଏସ  ଡି ପି ଓ ସଦର ଶ୍ରୀ ସୁନରାମ ହେମ୍ବ୍ରମଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ମୋଟ ୧୦୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୯୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Post a Comment

Previous Post Next Post

BREAKING

Tarzama News

Hi! Subscribe to my channel to receive inspiration, ideas, Tech and news in your YouTube screen 🔔

Subscribe